Masthead

ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ; ଆଜି ବି ସରଗରମ ରହିବ ଗୃହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନର ଆଜି ହେଉଛି ତୃତୀୟ ଦିନ । ଅବକାରୀ, ଆଇନ, ପୂର୍ତ୍ତ, ମିଶନ ଶକ୍ତି, ପର୍ଯ୍ୟଟନ, ମହିଳା ଶିଶୁ ବିକାଶ ଭଳି ବିଭାଗ ଗୁଡ଼ିକର ରହିଛି ପ୍ରଶ୍ନକାଳ। ଶୂନ୍ୟ କାଳରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ବାରବାଟି, ରାସନ କାର୍ଡ ଅବ୍ୟବସ୍ଥା, କୋଟିଆ , ସୁଭଦ୍ରାପରି ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଆଣିପାରନ୍ତି ବିରୋଧୀ । ସେହିପରି ବିରୋଧୀ ପକ୍ଷରୁ ଆଗତ ମୂଲତବୀ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ସେପଟେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ। ମୁଖ୍ୟମନ୍ତ୍ରୀ ଆଲୋଚନାରେ ଭାଗନେଇ ନିଜ ବକ୍ତବ୍ୟ ରଖିବେ। ଆଜି ବି ଗୃହ ସରଗରମ ରହିପାରେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ