Masthead

୨୦ରୁ ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ନଭେମ୍ବର ୨୦ରୁ ଆରମ୍ଭ ହେବାକୁ ଥିବା ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଶୀତକାଳୀନ ଅଧିବେଶନରେ ସର୍ବମୋଟ ୪୧ ଦିନ କାର୍ୟ୍ୟ ଦିବସ ରହିବ । ଅଧିବେଶନ ନଭେମ୍ବର ୨୦ରୁ ଆରମ୍ଭ ହୋଇ ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି । ଅଧିବେଶନର ପ୍ରଥମ ଦିବସରେ ରାଜ୍ୟର ଅତିରିକ୍ତ ଖର୍ଚ୍ଚ ଦାବି ଆଗତ ହେବ ବୋଲି ସୂଚନା ମିଳିଛି। ଏହା ୧୬ତମ ବିଧାନସଭାର ୫ମ ଅଧିବେଶନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ