Masthead

୨୦ରୁ ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ନଭେମ୍ବର ୨୦ରୁ ଆରମ୍ଭ ହେବାକୁ ଥିବା ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଶୀତକାଳୀନ ଅଧିବେଶନରେ ସର୍ବମୋଟ ୪୧ ଦିନ କାର୍ୟ୍ୟ ଦିବସ ରହିବ । ଅଧିବେଶନ ନଭେମ୍ବର ୨୦ରୁ ଆରମ୍ଭ ହୋଇ ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି । ଅଧିବେଶନର ପ୍ରଥମ ଦିବସରେ ରାଜ୍ୟର ଅତିରିକ୍ତ ଖର୍ଚ୍ଚ ଦାବି ଆଗତ ହେବ ବୋଲି ସୂଚନା ମିଳିଛି। ଏହା ୧୬ତମ ବିଧାନସଭାର ୫ମ ଅଧିବେଶନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା