Masthead

ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନର ନବମ ଦିନ; ଆଜି କମ୍ପିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଦିତୀୟ ପର୍ଯ୍ୟାୟ ଅଧିବେଶନ ର ନବମ ଦିନ। ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁ ସୂଚୀତ ଜନ ଜାତି, ଅନୁ ସୂଚୀତ ଜାତି ଉନ୍ନୟନ ଏବଂ ସଂଖ୍ଯା ଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ସାମାଜିକ ସୁରକ୍ଷା ଓ ଭିନ୍ନ କ୍ଷମ ସଶକ୍ତିକରଣ ବିଭାଗର ପ୍ରଶ୍ନ କାଳ ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ଉଠାଇବେ। ଅପରାହ୍ନ ରେ ଶିଳ୍ପ, MSME ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି। ଗୃହରେ ମୁଲତବୀ ପ୍ରସ୍ତାବ ବିରୋଧୀ ଆଣିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା