Masthead

ନଭେମ୍ବର ୨୧ରେ ବିଧାନସଭା ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନଭେମ୍ବର ୨୧ ତାରିଖରେ ବିଧାନସଭା ଉପବାଚସ୍ପତି ନିର୍ବାଚନ । ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ସମସ୍ତ ସଦସ୍ୟଙ୍କୁ ଚିଠି କରିଛନ୍ତି ବିଧାନସଭା ସଚିବ । ଉପବାଚସ୍ପତି ପଦରୁ ରଜନୀକାନ୍ତ ସିଂ ଇସ୍ତଫା ଦେବା ପରେ ଏହି ପଦବୀ ଖାଲି ପଡିଛି । ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପୂର୍ବରୁ ଉପ-ବାଚସ୍ପତି ନିର୍ବାଚନ ଶେଷ ହେବ ।

ନଭେମ୍ବର ୮ ତାରିଖରେ ଉପବାଚସ୍ପତି ରଜନୀକାନ୍ତ ସିଂହ ଆଜି ତାଙ୍କ ପଦରୁ ଇସ୍ତଫା ଦେଇଥିଲେ । ବାଚସ୍ପତିଙ୍କୁ ଭେଟି ସେ ନିଜର ଇସ୍ତଫାପତ୍ର ପ୍ରଦାନ କରିଥିଲେ । ୨୦୦୪ ମସିହାରୁ ରଜନୀକାନ୍ତ ସିଂ କ୍ରମାଗତ ଭାବେ ଅନୁଗୁଳ ବିଧାନସଭା ଆସନରୁ ଜିତି ଆସୁଥିଲେ । ୨୦୧୯ ଜୁନ୍‌ ମାସରୁ ସେ ଉପବାଚସ୍ପତି ଭାବେ କାର୍ଯ୍ୟ କରୁଥିଲେ । ଦଳୀୟ ସଙ୍ଗଠନକୁ ସୁଦୃଢ କରିବାକୁ ଉପବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ରଜନୀକାନ୍ତ ସିଂ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ଭିଜିଲାନ୍ସର ଖୋଳତାଡ଼, ଫସିବେ ବାବୁ 🔴 ସ୍ୱାମୀ ଲକ୍ଷଣାନନ୍ଦଙ୍କ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ 🔴 ପୁଣି ବଢ଼ିବ ବର୍ଷା! 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ଭିଜିଲାନ୍ସର ଖୋଳତାଡ଼, ଫସିବେ ବାବୁ 🔴 ସ୍ୱାମୀ ଲକ୍ଷଣାନନ୍ଦଙ୍କ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ 🔴 ପୁଣି ବଢ଼ିବ ବର୍ଷା!