Masthead

ମୌସୁମୀ ଅଧିବେଶନର ପଞ୍ଚମ ଦିନ, ସରଗରମ ରହିବ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନ, ଆଜି ସରଗରମ ରହିବ ଗୃହ । ପ୍ରଶ୍ନକାଳରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତରାଜ ଓ ପାନୀୟଜଳ, ଗୃହନିର୍ମାଣ ଓ ନଗର ଉନ୍ନୟନ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସରକାରୀ ଉଦ୍ୟୋଗ ବିଭାଗର ପ୍ରଶ୍ନ ଉତ୍ତର ଆଲୋଚନା ରହିଛି। ସୋମବାର ପ୍ରଶ୍ନକାଳ ଅଚଳ ରହିଥିବା ବେଳେ ଅପରାହ୍ନରେ ଗୃହ ଚାଲିଥିଲା।

ହେଲେ କଂଗ୍ରେସ କକ୍ଷତ୍ୟାଗ କରିଥିଲା । ଆଜି ପୁଣି ବିଜେଡି ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତା ସଂଙ୍କୁଚିତ ହେବାକୁ ଗୃହରେ ଆରମ୍ଭରୁ ପୁଣି ହଟ୍ଟଗୋଳ କରିପାରେ। ଏପଟେ କଂଗ୍ରେସ ଅନାସ୍ଥା ପ୍ରସ୍ତାବକୁ ନେଇ ପୁଣି ହଟ୍ଟଗୋଳ କରିପାରେ । କାରଣ ବାଚସ୍ପତି ଅନାସ୍ଥା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ଯାହାକୁ ଅସନ୍ତୋଷ ଜାହିର କରିବା ସହ କକ୍ଷତ୍ୟାଗ କରି ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣାରେ ବସିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା