Masthead

ଶୂନ୍ଯକାଳରେ ସୁଭଦ୍ରା, ମଦମୃତ୍ଯୁ ପ୍ରସଙ୍ଗ ଉଠାଇବେ ବିରୋଧୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଦ୍ବିତୀୟ ପର୍ଯ୍ଯାୟ ଅଧିବେଶନର ଦ୍ବାଦଶ ଦିନ । ଆଜି ବି ଗୃହ ବେଶ ସରଗରମ ରହିବ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ଯ ଉନ୍ନୟନ, ସରକାରୀ ଉଦ୍ଯୋଗ, ଶ୍ରମ ଓ କର୍ମଚାରୀ ବିଭାଗର ପ୍ରଶ୍ନକାଳ ରହିଛି ।

ଶୂନ୍ଯକାଳରେ ସୁଭଦ୍ରା, ମଦମୃତ୍ଯୁ ଆଦି ପ୍ରସଙ୍ଗ ବିରୋଧୀ ଗୃହରେ ଉଠାଇବେ । ସେହିପରି ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଗତ ହେବ । ଅପରାହ୍ନରେ ଇସ୍ପାତ ଓ ଖଣି ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି । ଗତକାଲି ସୁଭଦ୍ରା ଯୋଜନାକୁ ନେଇ ଗୃହ ହୁଲସ୍ତୁଲ ହୋଇଥିଲା । ତେଣୁ ଆଜିର ପ୍ରଶ୍ନକାଳ ଚାଲିବ କି ନାହିଁ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ