Masthead

ଶୂନ୍ଯକାଳରେ ସୁଭଦ୍ରା, ମଦମୃତ୍ଯୁ ପ୍ରସଙ୍ଗ ଉଠାଇବେ ବିରୋଧୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଦ୍ବିତୀୟ ପର୍ଯ୍ଯାୟ ଅଧିବେଶନର ଦ୍ବାଦଶ ଦିନ । ଆଜି ବି ଗୃହ ବେଶ ସରଗରମ ରହିବ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ଯ ଉନ୍ନୟନ, ସରକାରୀ ଉଦ୍ଯୋଗ, ଶ୍ରମ ଓ କର୍ମଚାରୀ ବିଭାଗର ପ୍ରଶ୍ନକାଳ ରହିଛି ।

ଶୂନ୍ଯକାଳରେ ସୁଭଦ୍ରା, ମଦମୃତ୍ଯୁ ଆଦି ପ୍ରସଙ୍ଗ ବିରୋଧୀ ଗୃହରେ ଉଠାଇବେ । ସେହିପରି ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଗତ ହେବ । ଅପରାହ୍ନରେ ଇସ୍ପାତ ଓ ଖଣି ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି । ଗତକାଲି ସୁଭଦ୍ରା ଯୋଜନାକୁ ନେଇ ଗୃହ ହୁଲସ୍ତୁଲ ହୋଇଥିଲା । ତେଣୁ ଆଜିର ପ୍ରଶ୍ନକାଳ ଚାଲିବ କି ନାହିଁ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ