ଆଜି ବିଧାନସଭାରେ ସରକାରଙ୍କୁ ଘେରିପାରେ ବିରୋଧୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଗୃହରେ କୃଷି ଓ କୃଷକ ସଶକ୍ତି କରଣ,ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ସୂକ୍ଷ୍ମ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ପ୍ରଶ୍ନକାଳ ରହିଛି । ଶୂନ୍ୟକାଳରେ ସୁଭଦ୍ରା ଯୋଜନା, ମଦ ମୃତ୍ୟୁ, ହାଇକୋର୍ଟ ବ୍ରେଞ୍ଚ ଭଳି ବହୁ ଗୁରୁତ୍ଵ ପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଗୃହରେ ଉଠାଇପାରନ୍ତି। ଅପରାହ୍ନରେ ପଞ୍ଚାୟତ ରାଜ ଓ ପାନୀୟ ଜଳ ଉପରେ ଖର୍ଚ୍ଚ ଦାବି ଆଲୋଚନା ହେବ । ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରଶ୍ନ କାଳ ଥିବାରୁ ଦରଦାମ, ଆଳୁ ସଙ୍କଟ ସହ ପିଆଜ ଓ ରସୁଣ ଦର ଆକାଶ ଛୁଆଁ ହୋଇଥିବାରୁ ଗୃହରେ ମନ୍ତ୍ରୀଙ୍କୁ ଘେରିପାରନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’