Masthead

ଆଜି ହୁଲସ୍ତୁଲ ହୋଇପାରେ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ସରଗରମ ରହିବ ବିଧାନସଭା । ଗୃହରେ ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ । କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ଯ ଯୋଗାଣ ଓ ଖାଉଟି କଲ୍ଯାଣ, ଶକ୍ତି, ସମବାୟ, ମତ୍ସ୍ଯ ଓ ପ୍ରାଣିସମ୍ପଦ ବିକାଶ, ବୟନ ଶିଳ୍ପ, ସୁକ୍ଷ୍ମ, କ୍ଷୁଦ୍ର ଓ ମଧ୍ଯମ ଉଦ୍ଯୋଗ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନତ୍ତୋର କାର୍ଯ୍ଯକ୍ରମ ରହିଛି । ସେହିପରି ଶୂନ୍ଯକାଳରେ ଗୃହ ହୁଲସ୍ତୁଲ ହୋଇପାରେ । ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିପାରନ୍ତି ବିରୋଧୀ । ବିଶେଷ କରି ସୁଭଦ୍ରା, ରେଭେନ୍ସା ନାମ ପରିବର୍ତ୍ତନ ପ୍ରସ୍ତାବ, କାଳିଆକୁ ସିଏମ କିଷାନରେ ପରିଣତ ଆଦି ପ୍ରସଙ୍ଗରେ ସରକାରଙ୍କୁ ଘେରିପାରନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ଗତକାଲି ଗୃହରେ ବ୍ଯୟ ମଞ୍ଜୁରୀ ବିଲ୍ ପାରିତ ହୋଇଥିଲା । ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବ୍ଯୟ ମଞ୍ଜୁରୀ ବିଲ୍ ପାରିତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା