Masthead

ଆଜି ବି ସରଗରମ ରହିପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୋଟିଏ ଦିନର ବିରତି ପରେ ପୁଣି ଚାଲିବ ଗୃହ । ସରଗରମ ରହିପାରେ ବିଧାନସଭାରେ ଆଜିର ଦିନ। ପ୍ରଶ୍ନକାଳରେ ଗୃହ, ଅର୍ଥ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ଆଲୋଚନା ରହିଛି। ସେହିପରି ଶୂନ୍ୟକାଳରେ ଉଭୟ ଶାସକ ଓ ବିରୋଧୀ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଗୃହରେ ଉଠାଇବେ। ଅନ୍ୟପଟେ ଗୃହରେ ବିରୋଧୀ ଦଳ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଗତ କରାଯିବ। ଆଇନ ଶୃଙ୍ଖଳା ଏବଂ ଚାଷୀଙ୍କ ସମସ୍ୟାକୁ ନେଇ ସରକାରଙ୍କୁ ଘେରିପାରନ୍ତି ବିରୋଧୀ। ସେପଟେ ଆଜି ଗୃହରେ କଂଗ୍ରେସ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଗତ କରାଯିବା ସହ ଆଇନ ଶୃଙ୍ଖଳା ଏବଂ ଚାଷୀ ସମସ୍ୟାକୁ ନେଇ ଗୃହରେ ଦେଖା ଦେଇପାରେ ତାତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି