Masthead

ଆଜି ବି ସରଗରମ ରହିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁରୁଖୁରୁରେ ଚାଲିଛି ବିଧାନସଭା ଶୀତକାଳୀନ ଅଧିବେଶନ । ହେଉଛି ଆଲୋଚନା ଚାଲିଛି ତର୍କ ବିତର୍କ। କମ୍ପୁଛି ଗୃହ କାର୍ଯ୍ୟ। ଆଜି ପ୍ରଶ୍ନକାଳରେ ମହିଳା ଓ ଶିଶୁ ବିକାଶ, ନିର୍ମାଣ, ପର୍ଯ୍ୟଟନ , ଅବକାରୀ, ମିଶନ ଶକ୍ତି ଏବଂ ଆଇନ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ । ସେହିଭଳି ଶୂନ୍ୟକାଳରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ ସଦସ୍ୟ। ବିରୋଧୀ ବିଜେଡି ଗୃହରେ ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗରେ ଆଣିବ ମୁଲତବୀ ପ୍ରସ୍ତାବ। ଦ୍ଵିତୀୟ ଅଧ୍ୟାୟରେ ରହିଛି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ବଜେଟ୍ ଖର୍ଚ୍ଚ ଦାବି ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ