Masthead

ଆଜି ବି ସରଗରମ ରହିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁରୁଖୁରୁରେ ଚାଲିଛି ବିଧାନସଭା ଶୀତକାଳୀନ ଅଧିବେଶନ । ହେଉଛି ଆଲୋଚନା ଚାଲିଛି ତର୍କ ବିତର୍କ। କମ୍ପୁଛି ଗୃହ କାର୍ଯ୍ୟ। ଆଜି ପ୍ରଶ୍ନକାଳରେ ମହିଳା ଓ ଶିଶୁ ବିକାଶ, ନିର୍ମାଣ, ପର୍ଯ୍ୟଟନ , ଅବକାରୀ, ମିଶନ ଶକ୍ତି ଏବଂ ଆଇନ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ । ସେହିଭଳି ଶୂନ୍ୟକାଳରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ ସଦସ୍ୟ। ବିରୋଧୀ ବିଜେଡି ଗୃହରେ ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗରେ ଆଣିବ ମୁଲତବୀ ପ୍ରସ୍ତାବ। ଦ୍ଵିତୀୟ ଅଧ୍ୟାୟରେ ରହିଛି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ବଜେଟ୍ ଖର୍ଚ୍ଚ ଦାବି ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ