୪ ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଗୃହ ଆରମ୍ଭରୁ ହଟ୍ଟଗୋଳ। ଉଭୟ ବିଜେଡି ଓ କଂଗ୍ରେସ ସଦସ୍ୟଙ୍କ ମିଳିତ ପ୍ରତିବାଦ। ବାଚସ୍ପତିଙ୍କ ପୋଡ଼ିଅମ ନିକଟରେ ପ୍ରତିବାଦ। କଂଗ୍ରେସ ବି ଓଡ଼ିଆ ଅସ୍ମିତା କଥା କହି ଗୃହ ମଧ୍ୟଭାଗକୁ ଓହ୍ଲାଇଥିଲା। ଗୃହ ୪ ଟା ପର୍ଯ୍ୟନ୍ତ ମୁଲତବୀ। ପଏଣ୍ଟ ଅଫ ଅର୍ଡରରେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ଯେଉଁ ବିଜେଡି ଆଜି ପ୍ରତିବାଦ କରୁଛି ପୂର୍ବରୁ, ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ଦିବ୍ୟ ଶଙ୍କର ମିଶ୍ରଙ୍କ ଘଟଣାରେ କୁଆଡେ ଯାଇଥିଲ ବୋଲି ପ୍ରଶ୍ନ କରିଛନ୍ତି।

ସେହିପରି ବିଧାୟକ ଟଙ୍କଧର ତ୍ରିପାଠୀ ମଧ୍ୟ ୨୪ ବର୍ଷ ହେଲା ଓଡ଼ିଆ ଅସ୍ମିତା କଥା କେତେ ଥର ବିଜେଡି କହିଥିଲା ବୋଲି ପ୍ରଶ୍ନ କରିଥିଲେ। ଯେଉଁମନେ ୨୪ବର୍ଷ ଶାସନରେ ରହିଲା ବେଳେ ଯେଉଁମାନେ ଥିଲେ ତାଙ୍କ ନାମରେ ଜଘନ୍ୟ ଅପରାଧ ରହିଛି ସେମାନେ ଓଡ଼ିଆ ଅସ୍ମିତା କଥା କହୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!