Masthead

ଆଜି ପୁଣି ସରଗରମ ହେବ ବିଧାନସଭା ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା ଅଧିବେଶନ। ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀଙ୍କ ବୀମା ବିଭାଗର ପ୍ରଶ୍ନ କାଳ ରହିଛି। ଶୂନ୍ୟକାଳରେ ସୁଭଦ୍ରା ଗାଇଡ୍ ଲାଇନ୍ ପ୍ରସଙ୍ଗ ଉଠିପାରେ। ସେପଟେ ମହିଳା ଓ ଶିଶୁ ବିକାଶ, ମିସନ୍ ଶକ୍ତି ଓ ପର୍ୟ୍ୟଟନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି । ବିରୋଧୀ ଦଳ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା