Masthead

ଆଜି ବି ବେଶ୍ ସରଗରମ ରହିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଦ୍ବିତୀୟ ପ୍ରର୍ଯ୍ଯାୟ ଅଧିବେଶନର ଆଜି ଦଶମ ଦିନ । ଆଜି ବି ଗୃହ ବେଶ୍ ସରଗରମ ରହିବ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ମହିଳା ଶିଶୁ ବିକାଶ, ନିର୍ମାଣ, ପର୍ଯ୍ଯଟନ, ଅବକାରୀ, ମିଶନ ଶକ୍ତି ଓ ଆଇନ ବିଭାଗର ପ୍ରଶ୍ନକାଳ ରହିଛି । ଶୂନ୍ଯକାଳରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଉଠାଇପାରନ୍ତି । ସେହିପରି ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଗତ ହେବ । ସ୍ବରାଷ୍ଟ୍ର , ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର