Masthead

ଚିକିଟି ମଦ ମୃତ୍ୟୁକୁ ନେଇ ପୁଣି ହୁଲସ୍ତୁଲ୍ ହୋଇପାରେ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଅଧିବେଶନର ଚତୁର୍ଥ ଦିନ । ଚିକିଟି ମଦ ମୃତ୍ୟୁକୁ ନେଇ ପୁଣି ହୁଲୁସ୍ତୁଲୁ ହୋଇପାରେ ଗୃହ । ବିରୋଧୀ ବିଜେଡି ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ରହିଛି । ଦୁଇଦିନ ଧରି ଗୃହରେ ଏହି ପ୍ରସଙ୍ଗରେ ଶାସକ ଦଳକୁ ଘେରି ପ୍ରଶ୍ନ କରିଛି ବିଜେଡି । ଆଜି ମଧ୍ୟ ଗୃହ ସ୍ବାଭାବିକ ଆଶା କ୍ଷୀଣ ରହିଛି । ତେବେ ଅନେକ ଗୁରୁତ୍ବପୂର୍ଣ୍ଣ ବିଭାଗର ପ୍ରଶ୍ନକାଳ ରହିଛି ।

ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, କ୍ରୀଡ଼ା ଓ ଯୁବକଲ୍ୟାଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରଶ୍ନକାଳ ରହିଛି । ସେହିପରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚଦାବି ଆଲୋଚନା ରହିଛି । ବିରୋଧୀ ପକ୍ଷରୁ ମଧ୍ୟ ମୁଲତବି ପ୍ରସ୍ତାବ ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ