Masthead

ବିଧାନସଭା ଅଧିବେଶନର ସପ୍ତମ ଦିନ; ଆଜି ବି ସରଗରମ ରହିବ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦ୍ବିତୀୟ ପର୍ଯ୍ଯାୟ ବିଧାନସଭା ଅଧିବେଶନର ଆଜି ସପ୍ତମ ଦିନ । ଆଜି କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ଯ ଯୋଗାଣ ଓ ଖାଉଟି କଲ୍ଯାଣ, ଶକ୍ତି, ସମବାୟ, ମତ୍ସ୍ଯ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, କ୍ଷୁଦ୍ର ଓ ମଧ୍ଯମ ଉଦ୍ଯୋଗ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନକାଳ ରହିଛି । ଶୂନ୍ଯକାଳରେ ମାଗଣା ବିଜୁଳି, ସୁଭଦ୍ରା ଯୋଜନା, ଜାତିଭିତ୍ତିକ ଗଣନା ଓ ସଂରକ୍ଷଣ ପ୍ରସଙ୍ଗକୁ ବିରୋଧୀ ଗୃହରେ ଉଠାଇ ପାରନ୍ତି। ସେପଟେ ଆଜି ଜଳ ସଂପଦ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି । ବିରୋଧୀ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ । ତେବେ ପ୍ରଶ୍ନକାଳ ସ୍ବାଭାବିକ ଭାବେ ଚାଲିବ କି ନାହିଁ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି