Masthead

ବିଧାନସଭା ଅଧିବେଶନର ସପ୍ତମ ଦିନ; ଆଜି ବି ସରଗରମ ରହିବ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦ୍ବିତୀୟ ପର୍ଯ୍ଯାୟ ବିଧାନସଭା ଅଧିବେଶନର ଆଜି ସପ୍ତମ ଦିନ । ଆଜି କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ଯ ଯୋଗାଣ ଓ ଖାଉଟି କଲ୍ଯାଣ, ଶକ୍ତି, ସମବାୟ, ମତ୍ସ୍ଯ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, କ୍ଷୁଦ୍ର ଓ ମଧ୍ଯମ ଉଦ୍ଯୋଗ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନକାଳ ରହିଛି । ଶୂନ୍ଯକାଳରେ ମାଗଣା ବିଜୁଳି, ସୁଭଦ୍ରା ଯୋଜନା, ଜାତିଭିତ୍ତିକ ଗଣନା ଓ ସଂରକ୍ଷଣ ପ୍ରସଙ୍ଗକୁ ବିରୋଧୀ ଗୃହରେ ଉଠାଇ ପାରନ୍ତି। ସେପଟେ ଆଜି ଜଳ ସଂପଦ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି । ବିରୋଧୀ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ । ତେବେ ପ୍ରଶ୍ନକାଳ ସ୍ବାଭାବିକ ଭାବେ ଚାଲିବ କି ନାହିଁ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ