Masthead

ଅକ୍ଟୋବର ୩ରେ ଅତିରିକ୍ତ ବଜେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ବିଧାନସଭା ବାଚସ୍ପତି ନିର୍ବାଚନ । କିଏ ହେବେ ବିଧାନସଭା ବାଚସ୍ପତି ? ଚର୍ଚ୍ଚାରେ ୪ଜଣ ବରିଷ୍ଠ ବିଜେଡି ନେତାଙ୍କ ନାଁ । ପ୍ରଫୁଲ୍ଲ ସାମଲ ଓ ଅମର ଶତପଥୀ ହୋଇପାରନ୍ତି ବାଚସ୍ପତି  । ସେହିପରି ଦେବୀ ମିଶ୍ର ଓ ନୃସିଂହ ସାହୁଙ୍କ ନାଁକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି । ଏଥିପାଇଁ ୧୮ରେ ନାମାଙ୍କନ ଦାଖଲ କରାଯିବ । ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ବାଚସ୍ପତି ପଦ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ୟ୍ୟନ୍ତ ଚାଲିବ ଅଧିବେଶନ । ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବା ନେଇ ସୂଚନା ମିଳିଛି । ମୌସୁମୀ ଅଧିବେଶନ ଥିବାରୁ ବାଚସ୍ପତି ପଦ ପୂରଣ ହେବା ଜରୁରୀ ହୋଇପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି