Masthead

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୦ତାରିଖ ଯାଏଁ ଚାଲିବାକୁ ଥିବା ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ଆଜି ଦିନ ୧୧ଟା ବେଳେ ଗୃହକାର୍ଯ୍ୟ ଆରମ୍ଭ ହେବ । ବିଭିନ୍ନ ପ୍ରସଙ୍ଗକୁ ନେଇ ବିଧାନସଭା ହୁଲୁସ୍ତୁଲୁ କରିବେ ବିରୋଧୀ । ଏନେଇ ପ୍ରାକ ପ୍ରସ୍ତୁତି ଆରମ୍ଭ କରିଛନ୍ତି କଂଗ୍ରେସ ଓ ବିଜେପି । ସେପଟେ ବିରୋଧୀଙ୍କୁ ମୁକାବିଲା କରିବା ଲାଗି ଯୋଜନା କରିଛି ଶାସକ ଦଳ । ସେପଟେ ମୁଖ୍ୟମନ୍ତ୍ରୀ  ଗୃହରେ ଶୋକ ପ୍ରସ୍ତାବ ଆଗତ କରିବେ ।

ପଞ୍ଚାୟତିରାଜ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରଶ୍ନକାଳ ରହିଛି । ବିଧାୟକମାନେ ଚାହିଁଲେ ଭିନ୍ନ ପ୍ରଶ୍ନ ମଧ୍ୟ ପଚାରିପାରିବେ । ବିଧାନସଭା ଅଧିବେଶନ ପୂର୍ବରୁ ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇସାରିଛି । ସର୍ବଦଳୀୟ ବୈଠକର ନିଷ୍ପତ୍ତି ଅନୁସାରେ ଗୃହକାର୍ଯ୍ୟ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ