Masthead

ବିଧାନସଭା ଅଧିବେଶନ; ସରଗରମ ରହିବ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ ): ବିଧାନସଭାରେ ଦ୍ଵିତୀୟ ଦିନର ବଜେଟ ଉପରେ ସାଧାରଣ ଆଲୋଚନାରେ ହେବ । ଯାହାକୁ ନେଇ ଗୃହ ବେଶ ସରଗରମ ହେବାର ସମ୍ଭାବନା ରହିଛି । ବିରୋଧୀ ଦଳ ନେତା ନବୀନ ପଟନାୟକ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟର ସାଧାରଣ ଆଲୋଚନାରେ ଭାଗନେଇ ନିଜର ମତ ରଖିବେ ।

ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ-ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ରହିଛି ପ୍ରଶ୍ନକାଳ ରହିଛି । ଶୂନ୍ୟ କାଳରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ରାସନ କାର୍ଡ ଅବ୍ୟବସ୍ଥା, କୋଟିଆ ପରି ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ । ତେବେ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ଉଷ୍ମ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ