Masthead

ଗୃହରେ କାନ୍ଦିଲେ ସୁର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ । ଗୃହରେ କାନ୍ଦିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ । ନିଜର ଶେଷ ବିଧାନସଭା ପାଇଁ ଶୂନ୍ୟ କାଳରେ ନିଜର ଶେଷ ବକ୍ତବ୍ୟ ରଖିବା କହି କାନ୍ଦି ପକାଇଲେ ସୁର । ଗୃହରେ ଉଠାଇଲେ ପ୍ରସଙ୍ଗ ।

କହିଛନ୍ତି ଶବର ଓ ସର୍ ଜାତିଙ୍କ ଦୁଃଖ ବୁଝନ୍ତୁ ସରକାର । ଜଗନ୍ନାଥ ଜମି ସବୁ କରିଦେଲେ ଲୋକେ ମାରିବେ । ତାଙ୍କୁ ତାଙ୍କ ଭୂମି ଯୋଗାଆ । ସାମ୍ବାଦିକଙ୍କୁ ସୁରକ୍ଷା ସହ ତାଙ୍କୁ ତାଙ୍କ କାର୍ଯ୍ୟ କରିବାକୁ ଦେବାକୁ କଲେ ଦାବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’