Masthead

ଆଜି ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ। ଆଜି ବି ସରଗରମ ରହିବ ଗୃହ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ପ୍ରଥମ ଦୁଇ ଦିନ ଚାଲିପାରିନାହିଁ ଗୃହ। ଏହାରି ଭିତରେ ଆଜି ଗୃହ ସ୍ୱାଭାବିକ ଚାଲିବ ନା ବିରୋଧୀଙ୍କ ହଙ୍ଗାମାରେ ଚାଲିଯିବ ଦିନ। ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି।

ସେପଟେ ଆଜି ଉପବାଚସ୍ପତି ନିର୍ବାଚନ ହେବ। ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିର ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ନାମାଙ୍କନ ଦାଖଲ କରିଛନ୍ତି। ଭବାନୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ତୃତୀୟ ଦିନରେ କୃଷି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି ଭଳି ବିଭିନ୍ନ ବିଭାଗ ଉପରେ ଆଲୋଚନା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ