Masthead

ରାଜ୍ୟରେ ୨ ହଜାର ୩୮୦ଟି ଗାଁକୁ ନାହିଁ ରାସ୍ତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଚାଲିଛି ବିଧାନସଭା । ବିଭିନ୍ନ ପ୍ରଶ୍ନର ଉତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ । ରାଜ୍ୟରେ ୨୩୮୦ ଗାଁ କୁ ଏବେବି ନାହିଁ ରାସ୍ତା। ବିଜେପି ବିଧାୟିକା ସଂଜଳି ମୁର୍ମୁଙ୍କ ମୂଳ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ତରଫରୁ ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ । ମୟୂରଭଞ୍ଜ ଜିଲ୍ଲାରେ ୫୮ ଗାଁ କୁ ରାସ୍ତା ନାହିଁ। କନଭରଜେନ୍ସ ଯୋଜନାର ରାସ୍ତା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ପୁର୍ବରୁ ସିଏଫସି, ଏସଏଫସି, ଏମଏଲଏ ଲ୍ୟାଡ, ଏମପି ଲ୍ୟାଡ, ମନରେଗାରେ ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା ଥିଲା। କିନ୍ତୁ ଚଳିତ ଥର ରାଜ୍ୟ ସରକାର ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଏଥିପାଇଁ ବ୍ୟବସ୍ଥା ରହିଛି। ଏହି ଯୋଜନାର ୩୫ ପ୍ରତିଶତ ଅର୍ଥ ଗାଁ ରାସ୍ତା ନିର୍ମାଣରେ ଖର୍ଚ୍ଚ ପାଇଁ ପ୍ରାବଧାନ ରହିଛି। ଗ୍ରାମସଭା ମାଧ୍ୟମରେ ଆସୁଥିବା ପ୍ରକଳ୍ପ ଗୁଡ଼ିକୁ ମଞ୍ଜୁର କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ