Masthead

ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି SCB ଯାଇଛି ଜୀବନ, ବିଧାନସଭାରେ ବଢୁଛି ତାତି। ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀ ଦେଖାଉଛନ୍ତି ଦମ୍। ବିଭିନ୍ନ ପନ୍ଥା ଆପଣାଇ ଗୃହ ଭିତରେ ଏବଂ ବାହାରେ କଂଗ୍ରେସ – ବିଜେଡି ଚଳାଇଛନ୍ତି ପ୍ରତିବାଦ । ଗୃହ କାର୍ଯ୍ୟରେ ଲାଗି ରହିଛି ଅସ୍ଥିରତା। ପ୍ରଶ୍ନକାଳ ଠାରୁ ନେଇ ଖର୍ଚ୍ଚଦାବି ଆଲୋଚନା ହେଉଛି ଅଚଳ ।

ଆଜି ମଧ୍ୟ ସମାନ ପ୍ରସଙ୍ଗରେ ଶାସକ ଦଳକୁ ଘେରି ପାରନ୍ତି ବିରୋଧୀ । ଯୋଜନା ଓ ସଂଯୋଜନା, ଜଳ ସମ୍ପଦ, ଇସ୍ପାତ ଓ ଖଣି, ବାଣିଜ୍ୟ, ପରିବହନ , ସୂଚନା ଓ ଲୋକସମ୍ପର୍କ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଭଳି ବିଭାଗର ରହିଛି ପ୍ରଶ୍ନକାଳ । ଶୂନ୍ୟକାଳରେ ବି SCB ଟ୍ରାଜେଡି ଘଟଣାରେ ମୁହାମୁହିଁ ହେବେ ବିରୋଧୀ – ଶାସକ। ଦ୍ଵିତୀୟ ଅଧ୍ୟାୟରେ ଜଳସମ୍ପଦ ବିଭାଗର ୨୦୨୬-୨୭ ଆର୍ଥିକ ବର୍ଷର ଖର୍ଚ୍ଚ ଦାବି ଉପରେ ହେବ ଆଲୋଚନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ