Masthead

୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା । ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ।  କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା  ।ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିବା ସହ ପ୍ରଶ୍ନ ବାଣରେ ଘାଇଲା କରିଛନ୍ତି ।

ଏହାରି ଭିତରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ଓ ବାମପନ୍ଥୀ ଦଳ । ଏହି ସମୟରେ ସ୍କୁଲ, କଲେଜ, ଦୋକାନ, ବଜାର ବନ୍ଦ ରହିବ । ଆଜି ସବୁ ସହରରେ ଜଳାଯିବ କ୍ୟାଣ୍ଡେଲ ଲାଇଟ୍ । କ୍ୟାଣ୍ଡେଲ ଶୋଭାଯାତ୍ରା କରି ସୌମ୍ୟାଶ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବ କଂଗ୍ରେସ । ତେବେ ଓଡ଼ିଶା ବନ୍ଦ ଡାକରାରେ ସମସ୍ତେ ସାମିଲ ହେବା ପାଇଁ ଆଦ୍ୱାନ ଦେଇଛି ଦଳ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା