Masthead

ଆଜିଠୁ ବନ୍ଦ ରହିବ ୟୁନିଟ-୨ ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ୟୁନିଟ-୨ ମାର୍କେଟ ବିଲ୍ଡିଂ ବନ୍ଦ । ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିବ ନିଷ୍ପତ୍ତି । ମାର୍କେଟ ବିଲ୍ଡିଂ ପରିସରରେ ଥିବା ସ୍ଥାୟୀ ଓ ଅସ୍ଥାୟୀ ବିବାଦର ସମାଧାନ ହୋଇପାରିନାହିଁ । ଦୀର୍ଘଦିନ ଧରି ସ୍ଥାୟୀ ଓ ଉଠା ଦୋକାନୀ ମଧ୍ୟରେ ବିବାଦ ଲାଗି ରହିଛି । ସମସ୍ୟା ସମାଧାନ ଲାଗି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ ପକ୍ଷରୁ ବିଏମସିକୁ ତିନି ଦିନ ସମୟ ଦିଆଯାଇଥିଲା । ପ୍ରତିଶ୍ରୁତି ମୁତାବକ, ଉଠାଦୋକାନୀମାନଙ୍କୁ ବିଏମସି ଉଠାଇପାରିନଥିବାରୁ ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ ରଖିଛି ବ୍ୟବସାୟୀ ସଂଘ । ସମସ୍ୟାର ସମାଧାନ ନହେବା ପର୍ୟ୍ୟନ୍ତ ମାର୍କେଟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ