Masthead

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । କଟକ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ । ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସହାର ଅଧିକ ରହିଛି । ଚଳିତ ବର୍ଷ ମାଟି୍ରକ ପାସ ହାର ୯୬.୪୦ ପ୍ରତିଶତ ରହିଛି । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ । ୱେବସାଇଟକୁ ଯାଇ କିମ୍ବା ଏସ୍ଏମ୍ଏସ୍ କରି ପରୀକ୍ଷା ଫଳ ଜାଣିହେବ ।A1-୪,୧୫୮, A2-୨୯,୮୩୮, B1-୭୭,୫୬୭, B2-୧,୧୮,୭୫୦ ଛାତ୍ରଛାତ୍ରୀ ପାସ କରିଛନ୍ତି । ସି ଗ୍ରେଡରେ ୧,୨୧,୬୧୧। ଡି ଗ୍ରେଡରେ ୯୫୦୦୬ । ଇ ଗ୍ରେଡରେ ୬୧,୪୭୪ ପାସ କରିଛନ୍ତି । ଛାତ୍ରୀଙ୍କ ପାସ୍‌ ହାର ୯୭.୦୫% ଓ ଛାତ୍ରଙ୍କ ପାସ୍‌ ହାର ୯୫.୭୫%। କଟକ ଓ ଜଗତସିଂହପୁର ଜିଲ୍ଲାରେ ପାସ୍‌ ହାର ସର୍ବାଧିକ ୯୭.୯୯%।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର