Masthead

ଆଜିଠୁ ନାମାଙ୍କନ, ୩ରେ ଫାଇଟ୍

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ) : ବାଲେଶ୍ୱର ଓ ତିର୍ତ୍ତେଲ ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ଆଜି ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ନଭେମ୍ବର ୩ରେ ହେବାକୁ ଥିବା ଭୋଟଗ୍ରହଣ ପାଇଁ ଆଜିଠୁ ପ୍ରାର୍ଥୀମାନେ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିପାରିବେ । ଅକ୍ଟୋବର ୧୬ ହେଉଛି ନାମାଙ୍କନପତ୍ର ଦାଖଲ କରିବାର ଶେଷ ଦିନ । ପ୍ରାର୍ଥୀପତ୍ର ସକାଳ ୧୧ରୁ ଅପରାହ୍ନ ୩ ପର୍ଯ୍ୟନ୍ତ ଦାଖଲ କରିପାରିବେ । ଅକ୍ଟୋବର ୧୭ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । ଅକ୍ଟୋବର ୧୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ଦିନ ରହିବ । ଏହି ଦୁଇ ନିର୍ବାଚନମଣ୍ଡଳୀ ପାଇଁ ଆସନ୍ତା ନଭେମ୍ବର ୩ରେ ଭୋଟ ଗ୍ରହଣ କରାଯିବ ଏବଂ ୧୦ରେ ଭୋଟଗଣତି କରାଯିବ । ଉଭୟ ନିର୍ବାଚନମଣ୍ଡଳୀରେ କୋଭିଡ୍ କଟକଣା ମଧ୍ୟରେ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହେବ । ଉପନିର୍ବାଚନ ପାଇଁ ଉଭୟ ଜିଲ୍ଲାରେ ଆର୍ଦଶ ଆଚରଣବିଧି ଲାଗୁ କରିଛନ୍ତି ନିର୍ବାଚନ ଆୟୋଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ