Masthead

ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ବସିବ କ୍ୟାବିନେଟ ବୈଠକ । ୧୫ ପ୍ରସ୍ତାବ ଉପରେ ବାଜିପାରେ ମୋହର । ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଅତିରିକ୍ତ ବଜେଟର ଚିଠା ପ୍ରସ୍ତାବକୁ ମିଳିବ ଅନୁମୋଦନ । ପ୍ରାୟ ୨୫ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଚିଠା ପ୍ରସ୍ତାବ ଉପସ୍ଥାପନା ହୋଇପାରେ । ୨୨ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ସୂଚନା ଅନୁସାରେ, ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୩୦ହଜାର କୋଟି ଟଙ୍କାର ବଜେଟ୍ ଆସିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ