Masthead

୩ ବର୍ଷ ବଢ଼ିଲା କାଳିଆ ଛାତ୍ରବୃତ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ୩ ବର୍ଷ ବଢ଼ିଲା କାଳିଆ ଛାତ୍ରବୃତ୍ତି ଅବଧି । ଫଳରେ ୨୦୨୭ ଯାଏ ବଢ଼ିଲା କାଳିଆ ଛାତ୍ରବୃତ୍ତି । ଯେକୌଣସି ସମୟରେ ମିଳିବ ଏଣିକି କାଳିଆ ସହାୟତା । ୨ ହଜାର ଟଙ୍କାର ଅତିରିକ୍ତ କାଳିଆ ସହାୟତା । ଭୂମିହୀନ କୃଷକ ପରିବାରକୁ ଅତିରିକ୍ତ ସହାୟତା ଏବେ ମିଳିବ ୧୪ ହଜାର ୫୦୦ ଟଙ୍କା ।

ସେମିକଣ୍ଡକ୍ଟର ଶିଳ୍ପକୁ ପ୍ରାଧାନ୍ୟ । ଜାତୀୟ ଦକ୍ଷତା ତାଲିମ ପାଇଁ ୭ଏକରରୁ ଅଧିକ ଜମି । ଜଟଣୀ ମଦନପୁରରେ ଦିଆଯିବ ଜମି । ପଞ୍ଚାୟତ ଅଧିକାରୀ ପାଇବେ ପଦୋନ୍ନତି । ଚାକିରି ପାଇଁ ଶିକ୍ଷାଗତ ଯୋଗ୍ୟତା +୩କୁ ବୃଦ୍ଧି କରାଯାଇଛି । ୫ ବର୍ଷ ଓ ୮ ବର୍ଷ ପରେ ପଦୋନ୍ନତି ପାଇଁ ଯୋଗ୍ୟ ବିବେଚିତ ହେବେ ଅଧିକାରୀ। ନୂଆ-ଓ କାର୍ଯ୍ଯକ୍ରମକୁ କରାଯିବ ବ୍ଯାପକ। ବ୍ଯୟବରାଦ ରହିଛି ୩୧୫ କୋଟି ଟଙ୍କା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ