Masthead

ଆଜି ଆସିପାରେ ଓଡ଼ିଶାର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଦିଲ୍ଲୀରୁ ଆସିଲା ରାଜ୍ୟ ବିଜେପିକୁ ଡ଼ାକରା । ଦିଲ୍ଲୀ ଗଲେ ରାଜ୍ୟ ସଭାପତି ମନମୋହନ ସାମଲ । ଆଜି ଦିଲ୍ଲୀରେ ବସୁଛି ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ । ସଂଗଠନ ସମ୍ପାଦକ ମାନସ ମହାନ୍ତି ମଧ୍ୟ ଦିଲ୍ଲୀ ଗଲେ । ଆଜି ଆସିପାରେ ଓଡ଼ିଶାର ପ୍ରାର୍ଥୀ ତାଲିକା । ମନମୋହନ କହିଛନ୍ତି ସେଣ୍ଟ୍ରାଲ ଇଲେକ୍ସନ କମିଟି ନିଷ୍ପତ୍ତି କରିବ ଓଡ଼ିଶାର ନାଁ କେବେ ଆସିବ । କର୍ମୀମାନେ ସମସ୍ତେ କାମରେ ଲାଗିଲେଣି। କ୍ରିଷ୍ଟାଲ କ୍ଲିୟର ହୋଇଛି ସମସ୍ତେ କର୍ମୀମାନେ ଜାଣିଛନ୍ତି । ସମସ୍ତଙ୍କ ଉତ୍ସାହ ବୃଦ୍ଧି ହୋଇଛି । କାମରେ ଲାଗନ୍ତୁ ସବୁ କର୍ମୀ ଆହୁରି ଦୁଇ ମାସ ସମୟ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ