Masthead

ଆଜି ସମ୍ବଲପୁରୀ ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର । ପିନ୍ଧମା ସମ୍ବଳପୁରୀ, ଖାଏମା ସମ୍ବଲପୁରୀ, କହେମା ସମ୍ବଲପୁରୀ, କହି ସମ୍ବଲପୁର ଲୋକେ ପାଳନ କଲେ ସମ୍ବଲପୁରୀ ଦିନ୍ ।

ଆଜି ପଶ୍ଚିମ ଓଡ଼ିଶା ପାଳନ କରୁଛି ସମ୍ବଲପୁରୀ ଦିନ । ଆଜି ହେଉଛି ବିଶିଷ୍ଟ ସାହିତ୍ୟିକ ତଥା ସମ୍ବଲପୁରୀ କବି ଗୁରୁ ସତ୍ୟନାରାୟଣ ବହିଦାରଙ୍କ ୧୦୮ ତମ ଜନ୍ମ ଦିବସ । ଏହି ଅବସରରେ ପ୍ରତିବର୍ଷ ଅଗଷ୍ଟ ୧’କୁ ସମ୍ବଲପୁରୀ ଦିନ ଭାବେ ପାଳନ କରାଯାଉଛି । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବୋହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ଭାଷା ଓ ସଂସ୍କୃତିର ପ୍ରଚାର ହିଁ ଏହି ଦିବସର ଲକ୍ଷ୍ୟ ।

ନୂଆ ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ, ଗୀତର ଆସର । ଆଜିର ଏହି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ, ଗୀତର ବିଭୋର ହୁଅନ୍ତି ସାରା ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲା ତଥା ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆଜି ପାଳନ ହେଉଛି ସମ୍ବଲପୁରୀ ଦିନ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ