Masthead

୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବହୁ ପ୍ରତିକ୍ଷିତ ଘଟଗାଁ ମା ତାରିଣୀଙ୍କ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିବେ । ପାଖାପାଖି ୩ଶହ କୋଟି ଟଙ୍କାର ଏହି ଉନ୍ନୟନ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

ଜିଲ୍ଲାପାଳ ବିଶାଳ ସିଂହ ଘଟଗାଁ ମା ତାରିଣୀଙ୍କ ମନ୍ଦିର ପ୍ରକଳ୍ପ ସ୍ଥଳ ପରିଦର୍ଶନ କରି ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମ କିପରି ସୁରୁଖୁରୁରେ ସମ୍ପନ୍ନ ହେବ, ସେନେଇ ବୁଲି ଦେଖିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ଦିନ ୧୦ଟା ବେଳେ ଘଟଗାଁରେ ବିମାନ ଯୋଗେ ପହଞ୍ଚି ସେଠାରୁ ଏକ ବାଇକ୍ ରାଲିରେ ଯାଇ ଘଟଗାଁ ମନ୍ଦିରରେ ପହଞ୍ଚିବେ । ପ୍ରଥମେ ମନ୍ଦିର ପରିସରରେ ଚାଲିଥିବା ଯଜ୍ଞରେ ପୂର୍ଣ୍ଣାହୂତି ଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ସେ ଘଟଗାଁ ମନ୍ଦିର ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି