Masthead

ପ୍ରକାଶ ପାଇଛି ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଛି ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଟ ପ୍ରକାଶ । କଳାରେ ୭୮.୮୮ % ଛାତ୍ରଛାତ୍ରୀ ପାସ । କଳାରେ ୧ ଲକ୍ଷ ୮୧ ହଜାର ୮୬୯ ପାସ କରିଛନ୍ତି । ଧନ୍ଦାମୂଳକରେ ୬୭.୪୮ % ପାସ । ୩ ହଜାର ୮୬୦ ପିଲା ପାସ କରିଛନ୍ତି । ବାଲେଶ୍ୱର ପାସ ହାର ସର୍ବାଧିକ ଥିବାବେଳେ, ନବରଙ୍ଗପୁର ଜିଲ୍ଲାରେ ପାସ୍ ହାର ସର୍ବନିମ୍ନ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ