Masthead

୨୪ ଘଣ୍ଟାରେ ୨୨୮୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର  । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୯୭୫୨ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୬୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ଏବେ ବି ସର୍ବାଧିକ ୫୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ କଟକରେ ୩ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । କଟକରୁ ୨୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ବି ରାଜ୍ୟରେ ୨୫ ହଜାର ୪୬୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ