Masthead

୨୪ ଘଣ୍ଟାରେ ୨୨୮୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର  । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୯୭୫୨ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୬୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ଏବେ ବି ସର୍ବାଧିକ ୫୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ କଟକରେ ୩ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । କଟକରୁ ୨୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ବି ରାଜ୍ୟରେ ୨୫ ହଜାର ୪୬୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ?