Masthead

ରାଜ୍ୟରେ ଆଜି କେତେ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ଗ୍ରାଫ୍ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଠାରୁ କରୋନା ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ୨୧୩୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଦିନକରେ ପୁଣି ୨୮୫୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୪୧ ହଜାର ୩୮୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୩ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୁଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡ଼ାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ ୮୭, ସୁନ୍ଦରଗଡ଼ରୁ ୮୫, ମୟୁରଭଞ୍ଜରୁ ୮୨, ଜଗତସିଂହପୁରରୁ ୮୦, ସୋନପୁରରୁ ୮୦, ବଲାଙ୍ଗିରରୁ ୭୨, ଝାରସୁଗୁଡ଼ାରୁ ୭୨, ବାଲେଶ୍ୱରରୁ ୬୯, ଢେଙ୍କାନାଳରୁ ୬୬, କଳାହାଣ୍ଡିରୁ ୬୩, କେନ୍ଦୁଝରରୁ ୫୫, କନ୍ଧମାଳରୁ ୪୮, ମାଲକାନଗିରରୁ ୪୨, ବୌଦ୍ଧରୁ ୪୧, ନୁଆପଡ଼ାରୁ ୪୧, ନୟାଗଡ଼ରୁ ୩୭, ଗଞ୍ଜାମରୁ ୩୬, ଭଦ୍ରକରୁ ୩୧, ରାୟଗଡ଼ାରୁ ୨୭, କୋରାପୁଟରୁ ୨୬, ଦେବଗଡ଼ରୁ ୧୫, ଗଜପତିରୁ ୩ଜଣ ଏବଂ ଷ୍ଟେଟ ପୁଲରୁ ୨୦୩ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା