ରାଜ୍ୟବ୍ୟାପୀ ଡ୍ରାଇଭର ମହାସଂଘର ଆନ୍ଦୋଳନ, ରାଜରାସ୍ତାରେ ଶହ ଶହ ଡ୍ରାଇଭର

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ରାଜ୍ୟବ୍ୟାପୀ ଡ୍ରାଇଭରଙ୍କ ଆନ୍ଦୋଳନ । ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର ମହାସଂଘ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ ଦେଖିବାକୁ ମିଳିଛି । ପୁରା ରାଜ୍ୟରେ ଚକାଜାମ କରିଛନ୍ତି ଡ୍ରାଇଭର ସଂଘ । କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଭାବ ଦେଖିବାକୁ ମିଳିଛି । କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଓ ଚଣ୍ଡିଖୋଲ-ପାରାଦ୍ୱୀପ ଜାତୀୟ ରାଜପଥ ର ଦୁହୁରିଆ ନିକଟରେ ଡ୍ରାଏଇଭର ମହାସଙ୍ଘର ଜିଲ୍ଲା ସଭାପତିଙ୍କ ନେତୃତ୍ୱରେ ଶାନ୍ତିପୂର୍ଣ୍ଣ ଭାବରେ ରାସ୍ତା ରୋକ କରାଯାଉଛି ।

ଜରୁରୀକାଳୀନ ସେବାରେ ନିୟୋଜିତ ଗାଡିକୁ ଯାତାୟତ ପାଇଁ ଅନୁମତି ଅଛି । ତେବେ ଦଶ ଦଫା ଦାବିରୁ ମୁଖ୍ୟତଃ ସାମାଜିକ ପାଣ୍ଠି, ବୀମାରେ ଅନ୍ତର୍ଭୁକ୍ତ, ନିଜର ତଥା ପରିବାରର ସୁରକ୍ଷା ବ୍ୟବସ୍ଥା ରହିଥିବା ବେଳେ ପେଟପାଟଣା କୁ ନେଇ ଏହି ଚକାଜାମର ଡାକରା ଦିଆଯାଇଥିଲା । ଭୁବନେଶ୍ୱରରେ ଯଦି କୌଣସି ବ୍ୟକ୍ତି ଆଇନକୁ ହାତକୁ ନେବେ ତେବେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୁଲିସ କମିଶନର । କୌଣସି ଅପ୍ରତିକର ପରିସ୍ଥିତିର ମୁକାବିଲା ପାଇଁ ଅତିରିକ୍ତ ୧୫ ପ୍ଲାଟୁନ୍ ଫୋର୍ସ ଏବଂ ୪୦ ଜଣ ଅଫିସର ମୁତୟନ ରହିବେ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ