Masthead

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ ରଘୁବର ଦାସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ ରଘୁବର ଦାସ । ବିଜେଡି- ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ । ଅମିତ ଶାହଙ୍କ ଦିଲ୍ଲୀ ବାସଭବନରେ ତାଙ୍କୁ ଭେଟିଲେ ରଘୁବର ଦାସ । ଏନେଇ ଏକ୍ସରେ ସୂଚନା ଦେଲେ ରଘୁବର ଦାସ । ରାଜ୍ୟପାଳଙ୍କ ଏଭଳି ହଠାତ୍ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିବା ମେଣ୍ଟ ଚର୍ଚ୍ଚାକୁ ଆହୁରି ବଢାଇ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି