Masthead

ରାଜ୍ୟ ସରକାର ମାଗି ନାହାନ୍ତି FBI ସହାୟତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବପତନ ସ୍ୱାସ୍ଥମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ସସପନ୍ସେ ଯାରି ରହିଛି । ତଦନ୍ତକାରୀ ସଂସ୍ଥା ବିରୋଧରେ ବିରୋଧୀ ବାରମ୍ବାର ସ୍ୱର ଉତ୍ତଳନ କରିବାରୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଆଗକୁ ଆସିଥିଲେ । କହିଥିଲେ ଏଫବିଆଇ ତଦନ୍ତ କରାଯିବ । କିନ୍ତୁ ଏ ସମ୍ପର୍କରେ ରାଜ୍ୟ ସରକାର କେନ୍ଦ୍ରକୁ ଚିଠି ଲେଖି ନାହାନ୍ତି ।

ରାଜ୍ୟ ସରକାର ଏଫବିଆଇ ସମ୍ପର୍କରେ କେନ୍ଦ୍ରକୁ ଚିଠି ଲେଖିଛନ୍ତି କି ନାହିଁ ଜାଣିବା ପାଇଁ କେନ୍ଦ୍ରାପଡାର କ୍ଷୀତିଶ କୁମାର ସିଂ ଆରଟିଆଇରେ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ତଥ୍ୟ ମାଗିଥିଲେ । ଗତ ୧୫ ତାରିଖରେ କେନ୍ଦ୍ର ଗୃହ ମନ୍ତ୍ରାଳୟ କ୍ଷୀତିଶଙ୍କୁ ଦେଇଥିବା ଚିଠିରେ ଉଲ୍ଲେଖ କରିଛି ରାଜ୍ୟ ସରକାର କୌଣସି ପ୍ରସ୍ତାବ କେନ୍ଦ୍ରକୁ ଦେଇନାହାନ୍ତି । ଏହା ଜଣାପଡ଼ିବା ପରେ ବିରୋଧୀ କରିଛନ୍ତି ପ୍ରସଙ୍ଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ