Masthead

ନୂଆବର୍ଷରେ ସରକାରୀ କର୍ମଚାରୀଙ୍କ ୯ଦିନ ଛୁଟି ବେକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ରାଜସ୍ୱ ଓ ବିପର୍ୟ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୨୦୨୧ମସିହାର ଛୁଟି ତାଲିକା ଘୋଷଣା କରାଯାଇଛି । ସରକାରୀ କର୍ମଚାରୀମାନେ ୨୦୨୧ ମସିହାରେ ୧୦୬ଦିନ ସରକାରୀ ଛୁଟିର ସୁଯୋଗ ପାଇବେ । ମୋଟରେ ୨୯ଦିନ ସରକାରୀ ଛୁଟି, ୫୨ଟି ରବିବାର, ୨୪ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାର ଛୁଟି ସମେତ ଗୋଟିଏ ଦିନ ଇଛାଧୀନ ଛୁଟି ସାମିଲ ଅଛି । ୨୦୨୧ରେ ସରକାରୀ କର୍ମଚାରୀଙ୍କ ୯ଦିନର ଛୁଟି ବେକାର ଯାଉଛି । ଏହି ଛୁଟି ଦିନ ଗୁଡିକ ରବିବାର ଓ ଶନିବାରରେ ପଡୁଛି । ବର୍ଷକରେ ମୋଟ ୨୯ ଦିନ ସରକାରୀ ଛୁଟି, ୮ଟି ଇଚ୍ଛାଧୀନ ଛୁଟି ଘୋଷଣା କରିଛି ବିଭାଗ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା