Masthead

ଆଜିଠୁ ନଦୀ ମୁହାଣ ଓ ସମୁଦ୍ରରେ ମାଛ ଧରା ନିଷେଧ

ପାରାଦୀପ(ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇମାସ ପର୍ଯ୍ୟନ୍ତ ସମୁଦ୍ରକୁ ଯିବେ ନାହିଁ ମତ୍ସ୍ୟଜୀବୀ। ମାଛ ବଂଶ ବୃଦ୍ଧି ପାଇଁ ସରକାର ଲଗାଇଛନ୍ତି ରୋକ୍। ଏପ୍ରିଲ ୧୫ରୁ ଜୁନ ୧୪ ମାଛଙ୍କ ଅଣ୍ଡାଦାନର ସମୟ। ପାରାଦ୍ଵୀପରେ ୨୫୪୩ ରୁ ଉର୍ଦ୍ଧ୍ବ ଯନ୍ତ୍ର ଚାଳିତ ଡଙ୍ଗା ଓ ୬୧୧ ଟି ସୋନା ବୋଟ ଚଳାଚଳ ବନ୍ଦ। ମତ୍ସ୍ୟ ସମ୍ପଦର ସୁରକ୍ଷା ଓ ମତ୍ସ୍ୟ ଉତ୍ପାଦନକୁ ଲକ୍ଷ୍ୟ ରଖି ୨୦୦୫ ମସିହା ଠାରୁ କେନ୍ଦ୍ର ସରକାର ଆରମ୍ଭ କରିଛନ୍ତି କଡା ନିୟମ ଜ୍ଝ ଏପ୍ରିଲ ୧୫ ତାରିଖରୁ ଜୁନ ୧୪ ଦୁଇମାସ ମଧ୍ୟରେ ମାଛମାନେ ଅଣ୍ଡାଦାନ କରିବାକୁ ଥିବାବେଳେ ଯନ୍ତ୍ର ଚାଳିତ ଡଙ୍ଗା କିମ୍ବା ଟ୍ରଲର ସମୁଦ୍ର ଭିତରେ ପ୍ରବେଶ କରିବେ ନାହିଁ ।

ଯାହାକୁ ନେଇ ଆଜିଠାରୁ ଲାଗୁ ହୋଇଛି ଏହି ନିୟମ। ଉପକୂଳରୁ ଦୂର ସମୁଦ୍ର ଭିତରକୁ ପ୍ରତିଦିନ ଶହ ଶହ ସଂଖ୍ୟାରେ ଡଙ୍ଗା ଓ ଟ୍ରଲର ମାଛ ଧରିବା ପାଇଁ ଯାଉଥିବା ବେଳେ ଏହି ସମୟରେ ଅଣ୍ଡା ଦାନ କରିବାକୁ ଆସୁଥିବା ମାଛମାନେ କ୍ଷତିଗ୍ରସ୍ତ ହେଉଥିବା ନେଇ କରାଯାଇଛି ଏହି ନିୟମ। କିନ୍ତୁ ପ୍ରସାଶନିକ କଟକଣା ପାଇଁ ମତ୍ସ୍ୟଜୀବୀ, ବ୍ୟବସାୟୀ, ଟ୍ରଲର ଓ ଡଙ୍ଗା ମାଲିକମାନଙ୍କୁ ଆର୍ଥିକ କ୍ଷତି ପହଞ୍ଚାଉ ଥିବାରୁ ସେମାନେ ଏବେ ବେଶ ଚିନ୍ତିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ