Masthead

ରତ୍ନଭଣ୍ଡାର ଖୋଲିବା ଦିନେ କି ଦୁଇ ଦିନର କାମ ନୁହେଁ: ପୃଥ୍ୱୀରାଜ ହରିଚନ୍ଦନ

ପୁରୀ (ବଡ଼ ଖବର ବ୍ୟୁରୋ): ଖୁବ ଶୀଘ୍ର ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ଦିନେ କି ଦୁଇ ଦିନର କାମ ନୁହେଁ । ପୂର୍ବଥର ରତ୍ନଭଣ୍ଡାର ଖୋଲିବା ସହ ଗଣତି ମଣତି ପାଇଁ ୭୦ ଦିନ ସମୟ ଲାଗିଥିଲା । ଏଥର ମଧ୍ୟ ଲମ୍ବା ସମୟ ଲାଗିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ଗଜବେଶ ଦର୍ଶନ କରିବା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହି ବଡ ବୟାନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହ ମହାପ୍ରଭୁଙ୍କ ଗଜବେଶ ଦର୍ଶନ କରିଥିଲେ ପୃଥ୍ୱୀରାଜ ହରିଚନ୍ଦନ ।

ମନ୍ତ୍ରୀ କହିଛନ୍ତି ରାଜ୍ୟ ସରକାର ରତ୍ନଭଣ୍ଡାର ଖୋଲିବା ନେଇ ଶୀଘ୍ର ନିଷ୍ପତି ନେଉଛନ୍ତି । ରତ୍ନଭଣ୍ଡାର ଖୋଲିବା ଦିନେ କି ଦୁଇ ଦିନର କାମ ନୁହେଁ । ପୂର୍ବଥର ରତ୍ନଭଣ୍ଡାର ଖୋଲିବା ସହ ଗଣତି ମଣତି ପାଇଁ ୭୦ ଦିନ ସମୟ ଲାଗିଥିଲା । ଏଥର ମଧ୍ୟ ଲମ୍ବା ସମୟ ଲାଗିବ । ଶୀଘ୍ର ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଉଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ତେବେ ଏନେଇ ପ୍ରାରମ୍ଭିକ ଆଲୋଚନା ସରିଛି ଏବଂ କେବେ ଖୋଲିବ ସେହି ତାରିଖ ଶୀଘ୍ର ଜଣାଇବୁ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ