Masthead

ଓଡ଼ିଶା ହାଇକୋର୍ଟର ନୂୂଆ ମୁଖ୍ୟ ବିଚାରପତି: ଡକ୍ଟର ଜଷ୍ଟିସ ଏସ. ମୁରଲୀଧର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଏ ସମ୍ପର୍କରେ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଆଜି ରାଜଭବନ ଅଭିଷେକ ହଲ୍ରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହା ପୂର୍ବରୁ ଏସ୍ ମୁରଲୀଧର ପଞ୍ଜାବ ଓ ହରିୟାନା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଥିଲେ ।

ଡିସେମ୍ବର ୧୪ ତାରିଖରେ ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସୁପ୍ରିମକୋର୍ଟ କଲେଜିୟମ୍ ସୁପାରିଶ କରିଥିଲେ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ମହମ୍ମଦ ରଫିକଙ୍କୁ ମଧ୍ୟ ପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତିଭାବେ ବଦଳି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ