Masthead

ଭୟଙ୍କର ସ୍ଥିତିରେ ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହୁ ହୁ ହୋଇ ବଢିବାରେ ଲାଗିଛି । ସାରା ରାଜ୍ୟରେ କୋଭିଡ ସୃଷ୍ଟି କରିଛି ଭୟର ବାତାବରଣ । ଆଜି ଭାଇରସ ରେକର୍ଡ ଭାଙ୍ଗିଛି । ଆଜି ରାଜ୍ୟରେ ୧୩ଶହ ପାର କରୋନା ପଜିଟିଭ । ୨୪ଘଣ୍ଟାରେ ୧୩୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୮୧୨ ହୋଇଥିବାବେଳେ ଲୋକାଲ କେସ୍ ୫୬୨ରହିଛି ।

ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩୫୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେପଟେ ଦ୍ୱିତୀୟରେ ରହିଛି ଖୋର୍ଦ୍ଧା ଜିଲ୍ଲା । ଖୋର୍ଦ୍ଧାରୁ ୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆପଡାରୁ ୧୩୫, ସମ୍ବଲପୁର ୭୭, ବରଗଡରୁ ୫୯, ଝାରସୁଗୁଡା ୫୨, କଟକ ୫୧, ରାୟଗଡା ୪୭, କଳାହାଣ୍ଡି ଓ ଷ୍ଟେଟ ପୁଲରୁ ୪୫ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ତେବେ ପୁରୀ ୪୪, ଅନୁଗୁଳ ୩୩, ଭଦ୍ରକରୁ ୩୦, ମୟୁରଭଞ୍ଜ ୨୬, ଯାଜପୁର ୨୫, କେନ୍ଦୁଝର ୨୪, ଗଞ୍ଜାମ ଓ ନବରଙ୍ଗପୁର ୨୦ ଲେଖାଏଁ ନୂଆ ଆକ୍ରାନ୍ତ ଚିହ୍ନଟ । ବାଲେଶ୍ୱର ୧୭, ନୟାଗଡ ୧୩, ବଲାଙ୍ଗିର ୧୨, ଜଗତସିଂହପୁର ୯, ଦେଓଗଡ, ଗଜପତି ଓ କୋରାପୁଟରୁ ୮, କେନ୍ଦ୍ରାପଡା ଓ ସୋନପୁରରୁ ୪, ଢେଙ୍କାନାଳ ୫, କନ୍ଧମାଳ ୩, ବୈଦ୍ଧରୁ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ