Masthead

ସ୍ବତନ୍ତ୍ର ଓଡ଼ିଶାକୁ ପୂରିବ ୮୩ ବର୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାତି ପାହିଲେ ଉତ୍କଳ ଦିବସ । ରାଜ୍ୟ ପାଳନ କରିବ ୮୩ ତମ ଉତ୍କଳ ଦିବସ । ଭାଷା ଭିତ୍ତିରେ ରାଜ୍ୟ ଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରଜ୍ୟ । ୧୯୩୬ ମସିହାରେ ଏପ୍ରିଲ ୧ ରେ ସ୍ୱତନ୍ତ୍ର ଉତ୍କଳ ଗଠନ ଲାଗି ଓଡ଼ିଶାର ବରପୁତ୍ରମାନେ ଅଣ୍ଟା ଭିଡିଥିଲେ । ସେହି ବରପୁତ୍ରମାନଙ୍କ ମଧ୍ୟରେ ସର୍ବାଗ୍ରେ ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ । ତାଙ୍କୁ ସହଯୋଗର ହାତ ବଢାଇଥିଲେ ମୟୂରଭଞ୍ଜର ରାଜା କୃଷ୍ଣଚନ୍ଦ୍ର ଗଜପତି, ଫକୀରମୋହନ ସେନାପତି, ଗଙ୍ଗାଧର ମେହେରଙ୍କ ସମେତ ଅନ୍ୟମାନେ ।

ଓଡ଼ିଶାକୁ ଭାଷାଭିତ୍ତିକ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଉତ୍କଳ ଦିବସ ପାଳନ ଲାଗି କାର୍ଯ୍ୟସୂଚୀ ସ୍ଥିରୀକୃତ ହୋଇଛି । ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ଲାଗି ଏପ୍ରିଲ ୧ ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା