ବିଶ୍ୱରେ ଓଡ଼ିଶା ଗର୍ବିତ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଓଡ଼ିଶା ପାଇଲା ଅନ୍ତର୍ଜାତୀୟ ପୁରସ୍କାର । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପାଇଛି ଅନ୍ତର୍ଜାତୀୟ ଗ୍ଲୋବାଲ ପ୍ରାନେଟ ପର୍ପସ ଆୱାଡ, ଡ଼୍ରାଇଭ ଫର ରେଜଲ୍ଟ ପୁରସ୍କାର । ଯୁକ୍ତରାଷ୍ଟ୍ର ଆମେରିକାର ୱାସିଂଟନ ଡିସିରେ ଆୟୋଜିତ ଏକ୍ସପ୍ଲୋର ୨୦୨୩ ଟ୍ରାନସପରେନ୍ସସି ଟୁ ଆକ୍ସନ ସମ୍ମଳନୀରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଭିଭି ଯାଦବ ହୋଗ ଧେଇ ଏହି ପୁରସ୍କାର ଗ୍ରହଣ କରିଛିନ୍ତି । ପୂର୍ବରୁ ପିିଏସ ସାମଗ୍ରୀ ବଣ୍ଟନ କରି ଜାତୀୟ ସ୍ତରରେ ଓଡ଼ିଶା ପ୍ରଶଂସା ସାଉଣ୍ଟି ଥିଲା । ଏବେ ଚାଷୀଙ୍କ ଧାନ କିଣା ଓ ଚାଷୀଙ୍କୁ ସଠିକ ମୂଲ୍ୟ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଅନ୍ତର୍ଜାତୀୟ ପୁରସ୍କାର ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’