ମହିଳା ବିରୋଧୀ ହିଂସାରେ ଓଡ଼ିଶା ଦ୍ୱିତୀୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମହାମାରୀ ବେଳେ ଦେଶରେ ବଢ଼ିଛି ୨୮% ଅପରାଧ । ୨୦୨୦ରେ ଦୈନିକ ୮୦ ହତ୍ୟାକାଣ୍ଡ ଘଟିଛି । ବଳାତ୍କାର, ଏସିଡ୍, ଆକ୍ରମଣ, ହତ୍ୟା, ଯୌତୁକ ନିର୍ଯାତନା, ଚାଲାଣ, ଅସଦାଚରଣ ବିରୋଧି ହିଂସା ଓଡ଼ିଶାରେ ବଢିଚାଲିଛି । ଏନସିଆରବି ରିପୋର୍ଟ ଅନୁସାରେ ଦେଶରେ ପୂର୍ବ ବର୍ଷ ତୁଳନାରେ ୮.୩% ମହିଳା ବିରୋଧି ଅପରାଧ ହ୍ରାସ ପାଇଛି ।

୨୦୧୯ରେ ୪ଲକ୍ଷ ୫ହଜାର ୩୨୬ ମାମଲା ରୁଜୁ ହୋଇଥିଲା । ୨୦୨୦ରେ ୩ଲକ୍ଷ ୭୧ହଜାର ୫୦୩ ହ୍ରାସ ପାଇଛି । ମାତ୍ର ପଶ୍ଚିମବଙ୍ଗ ଓ ଓଡ଼ିଶାରେ ୧୮ ପ୍ରତିଶତ ଓ ୯ପ୍ରତିଶତ ବୃଦ୍ଧି ପାଇଛି । ଓଡ଼ିଶାରେ ୨୦୧୯ରେ ୨୩ହଜାର ୧୮୩ ମହିଳା ବିରୋଧି ହିଂସା ମାମଲା ରୁଜୁ ହୋଇଥିବା ବେଳେ ୨୦୨୦ରେ ୨୫ହଜାର ୪୮୯ ମାମଲା ରୁଜୁ ହୋଇଛି ।

ସେହିପରି ପଶ୍ଚିମବଙ୍ଗରେ ଯଥାକ୍ରମେ ୨୯,୮୫୯ ଏବଂ ୩୬,୪୩୯ଟି ମାମଲା ରୁଜୁ ହୋଇଛି । ସ୍ୱାମୀ କିମ୍ବା ସମ୍ପର୍କୀୟ ଦ୍ୱରା କ୍ରୁରତା ଅଭିଯୋଗରେ ଅଧିକାଂଶ ମାମଲା ରୁଜୁ ହୋଇଛି । ମହିଳାଙ୍କୁ ଦବାଇ ରଖିବାରେ ଉଦ୍ଦ୍ୟେଶରେ ଆକ୍ରମଣ , ଅପହରଣ ଏବଂ ବଳାତ୍କାର ଆଦି ପ୍ରମୁଖ ମାମଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’